ଲେଖକ ଗିରି ଦଣ୍ଡସେନାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.) - ଲେଖକ ଗିରି ଦଣ୍ଡସେନାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍
ଲେଖକ ଗିରି ଦଣ୍ଡସେନାଙ୍କ     ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.) - ଲେଖକ ଗିରି ଦଣ୍ଡସେନାଙ୍କ

ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଶା ସାହିତ୍ୟ

ଏକାଡେମୀ ପୁରସ୍କାରପ୍ରାପ୍ତ ଲେଖକ ଗିରି ଦଣ୍ଡସେନାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ

ମର୍ମାହତ । ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ଉପସଭାପତି ଭାବେ ତାଙ୍କର କାର୍ଯ୍ୟ ତଥା

ପଶ୍ଚିମ ଓଡ଼ିଶାର ଜଣେ ଆଗଧାଡ଼ିର ସାହିତ୍ୟ ସାଧକ ଭାବେ ତାଙ୍କର ଅବଦାନ ଚିରସ୍ମରଣୀୟ ହୋଇ ରହିବ

। ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande