
ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ ରାଧା
ମୋହନ ଗଡ଼ନାୟକଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ।
ଏହି ଅବସରରେ ସୋସିଆଲ ମିଡିଆ
କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା
ପଦ୍ମଶ୍ରୀ ରାଧା ମୋହନ ଗଡ଼ନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର
ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା