ପଦ୍ମଶ୍ରୀ ରଘୁନାଥ ପାଣିଗ୍ରାହୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ
ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ ରଘୁନାଥ ପାଣିଗ୍ରାହୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିଶିଷ୍ଟ କଣ୍ଠଶିଳ୍ପୀ ପଦ୍ମଶ୍
ପଦ୍ମଶ୍ରୀ ରଘୁନାଥ ପାଣିଗ୍ରାହୀଙ୍କ     ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ କେଭି ସିଂହଦେଓ


ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ

ରଘୁନାଥ ପାଣିଗ୍ରାହୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିଶିଷ୍ଟ କଣ୍ଠଶିଳ୍ପୀ ପଦ୍ମଶ୍ରୀ ରଘୁନାଥ ପାଣିଗ୍ରାହୀଙ୍କ

ପୁଣ୍ୟତିଥି ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande