କବି ରାଧାମୋହନ ଗଡ଼ନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ
ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.)- କବି ରାଧାମୋହନ ଗଡ଼ନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିବଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଆ ଭାଷା ଓ ସାହିତ୍ୟର କାଳଜୟୀ ସ୍ରଷ୍ଟା କବି ରାଧାମୋହନ ଗଡ଼ନ
କବି ରାଧାମୋହନ ଗଡ଼ନାୟକଙ୍କ     ଜୟନ୍ତୀରେ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ


ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.)- କବି ରାଧାମୋହନ

ଗଡ଼ନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ଏନେଇ ସୋସିବଲ ମିଡିଆ

ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଆ ଭାଷା ଓ ସାହିତ୍ୟର କାଳଜୟୀ ସ୍ରଷ୍ଟା କବି ରାଧାମୋହନ

ଗଡ଼ନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଧୁନିକ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ

କରିବା ସହ ଛନ୍ଦ କବିତାକୁ ଲୋକପ୍ରିୟ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande