
ଭୁବନେଶ୍ୱର, 25 ଅଗଷ୍ଟ (ହି.ସ.)- ପଦ୍ମଶ୍ରୀ
ରାଧାମୋହନ ଗଡ଼ନାୟକଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
ପ୍ରଭାତି ପରିଡା ।
ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଆଧୁନିକ ଓଡ଼ିଆ ସାହିତ୍ୟ ଜଗତର କାଳଜୟୀ ସ୍ରଷ୍ଟା
ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା