ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର , ୨୬ ଅଗଷ୍ଟ (ହି.ସ.)- ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ
cm


ଭୁବନେଶ୍ୱର , ୨୬ ଅଗଷ୍ଟ (ହି.ସ.)- ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦ୍ଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande