
ଭୁବନେଶ୍ୱର, 26 ଅଗଷ୍ଟ (ହି.ସ.)- ବିପ୍ରଚରଣ
ମହାନ୍ତିଙ୍କ ଶ୍ରାଦ୍ଧବାର୍ଷିକୀର ତାଙ୍କୁ ନମନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ।
ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଓଡିଶାରେ
ବ୍ରୋଞ୍ଜ ପ୍ରତିମୂର୍ତ୍ତି ନିର୍ମିତ ନିର୍ମାଣର ଜନକ ବିପ୍ରଚରଣ ମହାନ୍ତିଙ୍କ ଶ୍ରାଦ୍ଧବାର୍ଷିକୀ
ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା