
ଭୁବନେଶ୍ୱର, ୨୭ ଅଗଷ୍ଟ (ହି.ସ) - ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୨୦୧୩ ବ୍ୟାଚ୍ ର ଆଇପିଏସ୍ ଅଫିସର ଜଗମୋହନ ମୀନାଙ୍କ ଇସ୍ତଫାକୁ ଗ୍ରହଣ କରି ରାଜ୍ୟ ସରକାର ଏନଓସି ସହ ଗୃହ ମନ୍ତ୍ରାଳୟକୁ ପଠାଇଛନ୍ତି। ଗତ ଜୁଲାଇ ୬ ତାରିଖରେ ଇସ୍ତଫା ଦେଇଥିଲେ ଜଗମୋହନ ମୀନା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା