ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭକାମନା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 27 ଅଗଷ୍ଟ (ହି.ସ.)- ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭକାମନା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଭାଇ- ଭଉଣୀଙ୍କ ପବିତ୍ର ପ୍ରେମ, ବିଶ୍ୱାସ ଓ ଅତୁଟ ସ୍ନେହର ପ୍ରତୀକ ରାକ୍ଷୀ ପୂର୍ଣ୍ଣିମା ଅବସର
ପବିତ୍ର ରାକ୍ଷୀ     ପୂର୍ଣ୍ଣିମାର ଶୁଭକାମନା ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, 27 ଅଗଷ୍ଟ (ହି.ସ.)- ପବିତ୍ର ରାକ୍ଷୀ

ପୂର୍ଣ୍ଣିମାର ଶୁଭକାମନା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ

ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଭାଇ- ଭଉଣୀଙ୍କ ପବିତ୍ର ପ୍ରେମ, ବିଶ୍ୱାସ ଓ ଅତୁଟ ସ୍ନେହର ପ୍ରତୀକ ରାକ୍ଷୀ ପୂର୍ଣ୍ଣିମା ଅବସରରେ

ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ଆନନ୍ଦ ଭରିଦେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande