
ଭୁବନେଶ୍ୱର, 27 ଅଗଷ୍ଟ (ହି.ସ.)- ପବିତ୍ର ରାକ୍ଷୀ
ପୂର୍ଣ୍ଣିମାର ଶୁଭକାମନା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସଭିଙ୍କୁ ମୋର
ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ଭରସା ଓ ସୁରକ୍ଷାର ପବିତ୍ର ବନ୍ଧନ ଆହୁରି ନିବିଡ଼ ହେଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା