ବରଗଡ଼ରେ ସୁଭଦ୍ରା କିସ୍ତି ବଂଟନ କାର୍ଯ୍ୟକ୍ରମରେ ଯୋଗଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, ୨୮ ଅଗଷ୍ଟ (ହି.ସ)- ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଐତିହାସିକ ସୁଭଦ୍ରା ଯୋଜନାର ପଂଚମ କିସ୍ତି ଦ୍ୱାରା ରାଜ୍ୟର ୧ କୋଟିରୁ ଉର୍ଦ୍ଧ୍ୱ ମହିଳାମାନଙ୍କୁ ୫୦୦୦ କୋଟିରୁ ଅଧିକ ଟଙ୍କାର ଆର୍ôଥକ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଶୁକ୍ରବା
uyk


ଭୁବନେଶ୍ୱର, ୨୮ ଅଗଷ୍ଟ (ହି.ସ)- ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଐତିହାସିକ ସୁଭଦ୍ରା ଯୋଜନାର ପଂଚମ କିସ୍ତି ଦ୍ୱାରା ରାଜ୍ୟର ୧ କୋଟିରୁ ଉର୍ଦ୍ଧ୍ୱ ମହିଳାମାନଙ୍କୁ ୫୦୦୦ କୋଟିରୁ ଅଧିକ ଟଙ୍କାର ଆର୍ôଥକ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଶୁକ୍ରବାର ବରଗଡ଼ଠାରେ ସୁଭଦ୍ରା କିସ୍ତି ବଂଟନ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande