ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 28 ଅଗଷ୍ଟ (ହି.ସ.)- ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷା ସାହିତ୍ୟର ଅନ୍ୟତମ ପୁରୋଧା, ସ
ସ୍ଵଭାବକବି ଗଙ୍ଗାଧର     ମେହେରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 28 ଅଗଷ୍ଟ (ହି.ସ.)- ସ୍ଵଭାବକବି

ଗଙ୍ଗାଧର ମେହେରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ. ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷା ସାହିତ୍ୟର ଅନ୍ୟତମ ପୁରୋଧା, ସ୍ଵଭାବକବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅବସରରେ ଭକ୍ତିପୂର୍ଣ୍ଣ

ଶ୍ରଦ୍ଧାଞ୍ଜଳି। ନିଜର କାଳଜୟୀ ରଚନା ମାଧ୍ୟମରେ ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିବାରେ

ତାଙ୍କର ଅବଦାନ ଚିରବନ୍ଦନୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande