ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ ବାନ୍ଧିଲେ ବାଚସ୍ପତି ଓ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 28 ଅଗଷ୍ଟ (ହି.ସ.)-ରକ୍ଷା ବନ୍ଧନ ତଥା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଅବସରରେ ବାଚସ୍ପତି ସୁରମା ପାଢୀ ଓ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ରାକ୍ଷୀ ପିନ୍ଧାଇଛନ୍ତି । ପବିତ୍ର ରକ୍ଷାବନ୍ଧନ ଅବସରରେ
ମୁଖ୍ୟମନ୍ତ୍ରୀଙ୍କୁ ରାକ୍ଷୀ     ବାନ୍ଧିଲେ ବାଚସ୍ପତି ଓ ଉପମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 28 ଅଗଷ୍ଟ (ହି.ସ.)-ରକ୍ଷା ବନ୍ଧନ ତଥା

ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଅବସରରେ ବାଚସ୍ପତି ସୁରମା ପାଢୀ ଓ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ

ପରିଡ଼ା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ରାକ୍ଷୀ ପିନ୍ଧାଇଛନ୍ତି ।

ପବିତ୍ର ରକ୍ଷାବନ୍ଧନ ଅବସରରେ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କୁ ରାକ୍ଷୀ ବାନ୍ଧି ଆଶୀର୍ବାଦ ନେଇଥିବା ପ୍ରାଭତି ପରିଡା

କହିଛନ୍ତି । ଏହି ଶୁଭ ଅବସରରେ ଓଡ଼ିଶାରେ ସମସ୍ତ ସୁଭଦ୍ରା ଭଉଣୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ

ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି ପ୍ରଭାତି ପରିଡା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande