ମାନେଶ୍ୱର ବ୍ଲକ ପରିସରରେ ଜନ ଅଭିଯୋଗ ଶୁଣାଣି
ମାନେଶ୍ବର ବ୍ଲକ ପରିସରରେ ଜନ ଅଭିଯୋଗ ଶୁଣାଣି
ମାନେଶ୍ବର ବ୍ଲକ ପରିସରରେ ଜନ ଅଭିଯୋଗ ଶୁଣାଣି


ମାନେଶ୍ବର ବ୍ଲକ ପରିସରରେ ଜନ ଅଭିଯୋଗ ଶୁଣାଣି


ସମ୍ବଲପୁର,୦୩, ଅଗଷ୍ଟ (ହି.ସ.) - ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳ, ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଶିବିରରେ ମୋଟ ୪୫ ଟି ଆବେଦନ ଗ୍ରହଣ କରା ଯାଇଥିଲା । ଯେଉଁଥିରୁ ୩୭ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୦୭ଟି ସମସ୍ୟା ଗ୍ରାମୀଣ ସମସ୍ୟା ସହିତ ଜଡିତ ଥିଲା । ଏହି ଶିବିରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ ସହାୟତା ପାଇଁ ଗୋଟିଏ ଆବେଦନ ଗ୍ରହଣ କରାଯାଇଛି ।

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande