ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଦୁଇ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.)- ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି ସେ କହିଛନ୍ତି ଯେ, ବରିଷ୍ଠ ରାଜନେତା, ଆନ୍ଧ୍
ବିଶ୍ୱଭୂଷଣ ହରିଚନ୍ଦନଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଦୁଇ ଉପମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.)- ବିଶ୍ୱଭୂଷଣ

ହରିଚନ୍ଦନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କନକ

ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି ସେ କହିଛନ୍ତି

ଯେ, ବରିଷ୍ଠ ରାଜନେତା, ଆନ୍ଧ୍ରପ୍ରଦେଶ

ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ପୂର୍ବତନ ମନ୍ତ୍ରୀ ଶ୍ରୀ ବିଶ୍ୱଭୂଷଣ

ହରିଚନ୍ଦନଙ୍କ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ

ତାଙ୍କର ସୁସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ କାମନା କରୁଛି ।

ଉପମୁଖ୍ୟମନ୍ତ୍ରୀ କେଭି

ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର ବରିଷ୍ଠ ନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ

ରାଜ୍ୟପାଳ ଶ୍ରୀଯୁକ୍ତ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭକାମନା। ପ୍ରଭୁ

ଶ୍ରୀଜଗନ୍ନାଥ ଆପଣଙ୍କୁ ସଦା ସର୍ବଦା ହସଖୁସିରେ ରଖନ୍ତୁ ଏବଂ ଉତ୍ତମ ସ୍ୱାସ୍ଥ୍ୟ ସହ ଦୀର୍ଘାୟୁ

କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande