
ଭୁବନେଶ୍ୱର, ୦୩ ଅଗଷ୍ଟ (ହି.ସ)- ଓଡ଼ିଶା ଗସ୍ତ ଅବସରରେ ରାଷ୍ଟ୍ରପତି ଶ୍ରୀମତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରଠାରେ ପହଂଚିବା ପରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଂଚିବା ପରେ ସେଠାରୁ ସିଧାସଳଖ ଲୋକ ଭବନ ଅଭିମୁଖେ ଯାଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା