
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.)- ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜିଠାରୁ ୫
ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ। ଆଜି ରାଷ୍ଟ୍ରପତି କଟକରେ ଜଗଦଗୁରୁ କୃପାଳୁ
ବିଶ୍ୱବିଦ୍ୟାଳୟର ଉଦଘାଟନ କରିବେ।
୪ ଅଗଷ୍ଟରେ ରାଷ୍ଟ୍ରପତି ଭୁବନେଶ୍ୱରରୁ ବ୍ରହ୍ମପୁର ପର୍ଯ୍ୟନ୍ତ
ଟ୍ରେନ ଯାତ୍ରା କରିବେ ଏବଂ ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିର ଓ ଶିବ ମନ୍ଦିରରେ ଦର୍ଶନ
ଏବଂ ଆଳତୀ କରିବେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ