କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.)- କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ରାଷ୍ଟ୍
କେନ୍ଦ୍ରମନ୍ତ୍ରୀ ଶାନ୍ତନୁ     ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 03 ଅଗଷ୍ଟ (ହି.ସ.)- କେନ୍ଦ୍ରମନ୍ତ୍ରୀ

ଶାନ୍ତନୁ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ

ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ବନ୍ଦର, ଜାହାଜ

ଚଳାଚଳ ଓ ଜଳପଥ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଶାନ୍ତନୁ ଠାକୁର ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ

ଶୁଭେଚ୍ଛା ଓ ଅଭିନନ୍ଦନ।

ଏହି ଦିନ ଆପଣଙ୍କ ଜୀବନରେ

ସୁସ୍ୱାସ୍ଥ୍ୟ, ନୂତନ ସଫଳତା ଏବଂ ରାଷ୍ଟ୍ରସେବା ପ୍ରତି ଆପଣଙ୍କର ନିଷ୍ଠାକୁ ଆହୁରି

ସୁଦୃଢ଼ କରୁ। ଆଗାମୀ ବର୍ଷଟି ଆପଣଙ୍କ ପାଇଁ ସଫଳତା,

ସମୃଦ୍ଧି ଓ ନୂତନ ଉପଲବ୍ଧିରେ ପରିପୂର୍ଣ୍ଣ ହେଉ—ଏହି ମୋର ଆନ୍ତରିକ

ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande