ବାମରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି
ବାମରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି
ବାମରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି


ସମ୍ବଲପୁର ,୩୧, ଅଗଷ୍ଟ (ହି.ସ.) - ସମ୍ବଲପୁର ଜିଲ୍ଲା ବାମରା ବ୍ଲକ କାର୍ଯ୍ୟଳୟରେ ଆଜି ଏକ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛୀ। ଏହି ଶିବିରରେ ମୋଟ ୭୬ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୬୩ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୧୩ ଟି ସମସ୍ୟା ଗୋଷ୍ଠୀ ଗତ ସମସ୍ୟା ସହିତ ଜଡିତ ଥିଲା ।

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande