ଝିଲିମିଲିଗୁଡା ଜଙ୍ଗଲରେ ଅବକାରି ଚଢାଉ
ଜୟପୁର, ୦୪ ଅଗଷ୍ଟ (ହି.ସ.) - ଜୟପୁର ସଦର ଥାନା ଅନ୍ତର୍ଗତ ଝିଲିମିଲିଗୁଡା ଜଙ୍ଗଲରେ ଆଜି ଅବକାରି ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ
ଝିଲିମିଲିଗୁଡା ଜଙ୍ଗଲରେ  ଅବକାରି ଚଢାଉ


ଜୟପୁର, ୦୪ ଅଗଷ୍ଟ (ହି.ସ.) - ଜୟପୁର ସଦର ଥାନା ଅନ୍ତର୍ଗତ ଝିଲିମିଲିଗୁଡା ଜଙ୍ଗଲରେ ଆଜି ଅବକାରି ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୭ ଶହ ଲିଟର ପୋଚ ଓ ୪୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି। ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande