ଓଡ଼ିଆ ସାମ୍ବାଦିକତା ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 04 ଅଗଷ୍ଟ (ହି.ସ.)- ଓଡ଼ିଆ ସାମ୍ବାଦିକତା ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା
ଓଡ଼ିଆ ସାମ୍ବାଦିକତା ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 04 ଅଗଷ୍ଟ (ହି.ସ.)- ଓଡ଼ିଆ ସାମ୍ବାଦିକତା ଦିବସର ଶୁଭେଚ୍ଛା ଜଣାଇଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା

ଜଣାଉଛି। ଜନତାଙ୍କ ସ୍ୱର ଏବଂ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ଲୋକଙ୍କ କଲ୍ୟାଣ, ଓଡ଼ିଆ ଭାଷା

ସାହିତ୍ୟର ପ୍ରଚାର ପାଇଁ ସମ୍ବାଦପତ୍ରର ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ। ଏହି ଅବସରରେ

କାର୍ଯ୍ୟରତ ସମସ୍ତ ସାମ୍ବାଦିକ ବନ୍ଧୁଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ମନ୍ତ୍ରୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande