ନନ୍ଦିନୀ ଶତପଥୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 04 ଅଗଷ୍ଟ (ହି.ସ.) ନନ୍ଦିନୀ ଶତପଥୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ, ମହାନ ସାମ୍ବା
ନନ୍ଦିନୀ ଶତପଥୀଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ     କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 04 ଅଗଷ୍ଟ (ହି.ସ.) ନନ୍ଦିନୀ ଶତପଥୀଙ୍କ ପୁଣ୍ୟତିଥିରେ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର

ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ, ମହାନ ସାମ୍ବାଦିକା ନନ୍ଦିନୀ ଶତପଥୀଙ୍କ ପୁଣ୍ୟତିଥିରେ

ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ମହିଳା ସଶକ୍ତିକରଣ ସହ ରାଜ୍ୟର ବିକାଶ କ୍ଷେତ୍ରରେ ତାଙ୍କର

ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande