ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 05 ଅଗଷ୍ଟ (ହି.ସ.)- ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସ୍ୱତ
ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କଲେ     ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 05 ଅଗଷ୍ଟ (ହି.ସ.)- ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ଶିକ୍ଷାବିତ ତଥା

ସାହିତ୍ୟିକ ସ୍ୱର୍ଗତ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ସ୍ୱାଧୀନତା

ସଂଗ୍ରାମୀ, ବିଶିଷ୍ଟ ଶିକ୍ଷାବିତ ତଥା ପ୍ରସିଦ୍ଧ ସାହିତ୍ୟିକ ପଣ୍ଡିତ ନୀଳକଣ୍ଠ

ଦାସଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande