ପୁରୀର ବନ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର, ୦୫ ଅଗଷ୍ଟ (ହି.ସ.) - ପୁରୀ ଜିଲ୍ଲାର କଣାସ ଓ ପିପିଲି ଅଂଚଳ ଗସ୍ତ ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ସ୍ଥାନୀୟ ବିଧାୟକ ବିଭିନ୍ନ ସ୍ଥାନ ପରିଦର୍ଶନ କରି ସାମ୍ପ୍ରତିକ ବନ୍ୟା ପରିସ୍ଥିତି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଏବଂ ଆବ
rttyu


ଭୁବନେଶ୍ୱର, ୦୫ ଅଗଷ୍ଟ (ହି.ସ.) - ପୁରୀ ଜିଲ୍ଲାର କଣାସ ଓ ପିପିଲି ଅଂଚଳ ଗସ୍ତ ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ସ୍ଥାନୀୟ ବିଧାୟକ ବିଭିନ୍ନ ସ୍ଥାନ ପରିଦର୍ଶନ କରି ସାମ୍ପ୍ରତିକ ବନ୍ୟା ପରିସ୍ଥିତି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଏବଂ ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ସ୍ଥାନୀୟ ସମସ୍ୟାର ସମାଧାନ ସହ ଜନସାଧାରଣଙ୍କ ପାଖରେ ପ୍ରତିଟି ଆବଶ୍ୟକତା ତ୍ୱରିତ ଉପଲବ୍ଧ କରାଇବା ସହ ଅଂଚଳର ସାମଗ୍ରିକ ବିକାଶ ଉପରେ ମନ୍ତ୍ରୀ ଶ୍ରୀ ପୂଜାରୀ ଗୁରୁତ୍ୱାରୋପ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande