ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ
ଭୁବନେଶ୍ୱର, ୦୬ ଅଗଷ୍ଟ (ହି.ସ) - ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମେୋହନ ଚରଣ ମାଝୀଙ୍କୁ ଛତିଶଗଡ଼ର ରାଜ୍ୟପାଳ ଶ୍ରୀ ରମେନ ଡେକା ଏବଂ ରାୟପୁର ଉତରର ବିଧାୟକ ଶ୍ରୀ ପୁରନ୍ଦର ମିଶ୍ର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଆଲୋଚନା କାଳରେ ଦୁଇ ରାଜ୍ୟ ମଧ୍ୟରେ ଆନ୍ତଃରାଜ
cm


ଭୁବନେଶ୍ୱର, ୦୬ ଅଗଷ୍ଟ (ହି.ସ) - ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମେୋହନ ଚରଣ ମାଝୀଙ୍କୁ ଛତିଶଗଡ଼ର ରାଜ୍ୟପାଳ ଶ୍ରୀ ରମେନ ଡେକା ଏବଂ ରାୟପୁର ଉତରର ବିଧାୟକ ଶ୍ରୀ ପୁରନ୍ଦର ମିଶ୍ର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।

ଏହି ଆଲୋଚନା କାଳରେ ଦୁଇ ରାଜ୍ୟ ମଧ୍ୟରେ ଆନ୍ତଃରାଜ୍ୟ ସହଯୋଗ, ପାରସ୍ପରିକ ବିକାଶ, ଆଂଚଳିକ ସଂଯୋଗୀକରଣ ଏବଂ ଛତିଶଗଡ଼ରେ ରହୁଥିବା ଓଡ଼ିଆ ସମ୍ପ୍ରଦାୟର କଲ୍ୟାଣ ଓ ସାଂସ୍କୃତିକ ଆଦାନପ୍ରଦାନ ସମ୍ପର୍କରେ ସକାରାତ୍ମକ ଆଲୋଚନା ହୋଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande