ପାଠ୍ୟ ପୁସ୍ତକ ତ୍ରୁଟି-  ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ୱର, 06 ଅଗଷ୍ଟ (ହି.ସ.)- ପୁଣି ପାଠ୍ୟ ପୁସ୍ତକ ତ୍ରୁଟିକୁ ରାଜ୍ୟ ସରକାରଙ୍କୁ ଘରିଲା ଚିନ୍ତା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବସିଲା ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ,ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ
ପାଠ୍ୟ ପୁସ୍ତକ ତ୍ରୁଟି-  ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ     ବୈଠକ


ଭୁବନେଶ୍ୱର, 06 ଅଗଷ୍ଟ (ହି.ସ.)- ପୁଣି ପାଠ୍ୟ

ପୁସ୍ତକ ତ୍ରୁଟିକୁ ରାଜ୍ୟ ସରକାରଙ୍କୁ ଘରିଲା ଚିନ୍ତା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ

ବସିଲା ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ,ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା

ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହ

ବରିଷ୍ଠ ଅଧିକାରୀ ଉପସ୍ଥିତ ଅଛନ୍ତି । ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରସଙ୍ଗ ସହ ରେଭେନ୍ସା

ବିବାଦ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇପାରେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande