ଛତ୍ରପୁର ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ
ଭୁବନେଶ୍ୱର, 06 ଅଗଷ୍ଟ (ହି.ସ.)- ଛତ୍ରପୁର ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି କେଭି ସିଂହଦେଓ କହିଛନ୍ତି ଯେ, ଛତ୍ରପୁରର ମାନ୍ୟବର
ଛତ୍ରପୁର ବିଧାୟକଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ


ଭୁବନେଶ୍ୱର, 06 ଅଗଷ୍ଟ (ହି.ସ.)- ଛତ୍ରପୁର

ବିଧାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ

ମୁକେଶ ମହାଲିଙ୍ଗ ।

ଏନେଇ ସୋସିଆଲ ମିଡିଆ

ଏକ୍ସରେ ଏକ ବାର୍ତ୍ତା ଜାରି କରି କେଭି ସିଂହଦେଓ କହିଛନ୍ତି ଯେ, ଛତ୍ରପୁରର ମାନ୍ୟବର ବିଧାୟକ

ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ନାୟକଙ୍କୁ ଜନ୍ମଦିବସ ଅବସରରେ ଭକ୍ତିପୂତ ଶୁଭେଚ୍ଛା ଓ ଶୁଭକାମନା।

ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ, ସୁସ୍ଥ ନିରୋଗ ଜୀବନ ଓ ଆଗାମୀ ଦିନରେ ଜନସେବା ପାଇଁ ଅପାର ଶକ୍ତି

ପ୍ରଦାନ କରନ୍ତୁ।

ସେହିପରି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଛତ୍ରପୁରର ମାନ୍ୟବର ବିଧାୟକ ଶ୍ରୀ କୃଷ୍ଣ ଚନ୍ଦ୍ର

ନାୟକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ

ଆପଣଙ୍କ ଦୀର୍ଘ, ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande