ଯୁକ୍ତ ଦୁଇ ଫେଜ୍ ୧ ନାମଲେଖାର ସ୍ପଟ୍ ମେଧା ତାଲିକା ପ୍ରକାଶିତ
ଭୁବନେଶ୍ୱର, ୦୬ ଅଗଷ୍ଟ (ହି.ସ) - ୨୦୨୬-୨୭ ଶିକ୍ଷାବର୍ଷ ଯୁକ୍ତ ଦୁଇ ଫେଜ୍ ୧ ନାମଲେଖାର ସ୍ପଟ୍ ମେଧା ତାଲିକାରେ ମୋଟ ୨୫,୩୩୨ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି । ଚୟନ ପ୍ରକ୍ରିୟା ସମୟରେ ୮୭,୫୪୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ମୋଟ ୪୬,୫୭୦ ଜଣଙ୍କୁ ଚୟନ କରାଯାଇଛି । ମନୋନୀତ ଛାତ୍ରଛାତ୍ରୀଙ୍କ ମଧ
admission


ଭୁବନେଶ୍ୱର, ୦୬ ଅଗଷ୍ଟ (ହି.ସ) - ୨୦୨୬-୨୭ ଶିକ୍ଷାବର୍ଷ ଯୁକ୍ତ ଦୁଇ ଫେଜ୍ ୧ ନାମଲେଖାର ସ୍ପଟ୍ ମେଧା ତାଲିକାରେ ମୋଟ ୨୫,୩୩୨ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି । ଚୟନ ପ୍ରକ୍ରିୟା ସମୟରେ ୮୭,୫୪୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ମୋଟ ୪୬,୫୭୦ ଜଣଙ୍କୁ ଚୟନ କରାଯାଇଛି । ମନୋନୀତ ଛାତ୍ରଛାତ୍ରୀଙ୍କ ମଧ୍ୟରେ କଳାରେ ସର୍ବାଧିକ ୧୪,୧୮୦ ଜଣ ନାମ ଲେଖାଇଛନ୍ତି, ଏହାପରେ ବିଜ୍ଞାନରେ ୭୨୨୬ ଜଣ, ବାଣିଜ୍ୟରେ ୨୬୦୧ ଜଣ, ଧନ୍ଦାମୂଳକରେ ୧୦୬୮ ଜଣ ଏବଂ ସଂସ୍କୃତରେ ୨୫୭ ଜଣ ଅଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande