ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ୬ଷ୍ଠ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ କେଭି ସିଂହଦେଓ
ଭୁବନେଶ୍ୱର, ୦୧ ସେପ୍ଟେମ୍ବର (ହି.ସ.) - ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବଲାଙ୍ଗିର ସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ୬ଷ୍ଠ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଇଥିଲେ। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଶ୍ୱବିଦ୍ୟାଳୟର ଗୌରବମୟ ଯାତ୍ରା, ଛାତ୍ରଛାତ୍ରୀଙ୍କ ଉତ
rhtgh


ଭୁବନେଶ୍ୱର, ୦୧ ସେପ୍ଟେମ୍ବର (ହି.ସ.) - ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବଲାଙ୍ଗିର ସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ୬ଷ୍ଠ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଇଥିଲେ। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଶ୍ୱବିଦ୍ୟାଳୟର ଗୌରବମୟ ଯାତ୍ରା, ଛାତ୍ରଛାତ୍ରୀଙ୍କ ଉତ୍ସାହ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ନିଷ୍ଠା ଅତ୍ୟନ୍ତ ପ୍ରଶଂସନୀୟ। ଏହି ବିଶ୍ୱବିଦ୍ୟାଳୟ ଶିକ୍ଷା, ଗବେଷଣା ଓ ସଂସ୍କୃତିର କ୍ଷେତ୍ରରେ ଅଗ୍ରଣୀ ହୋଇ ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିଚାଲୁ - ଏହାହିଁ କାମନା।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande