ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଟ୍ରେନର ଶୁଭାରମ୍ଭ କାଲି
ଭୁବନେଶ୍ୱର, ୦୧ ସେପ୍ଟେମ୍ବର (ହି.ସ.) - ଚଳିତ ଆର୍ôଥକ ବର୍ଷର ପ୍ରଥମ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଟ୍ରେନର ଶୁଭାରମ୍ଭ ଆସନ୍ତାକାଲି (ବୁଧବାର) ଭୁବନେଶ୍ୱର ନ୍ୟୁ ରେଳ ଷ୍ଟେସନ (ପଟିଆ) ଠାରେ କରାଯିବ । ଏହି ତୀର୍ଥଯାତ୍ରାରେ ବରିଷ୍ଠ ନାଗରିକ ମାନେ ବାରଣାସୀ-ଅଯୋଧ୍ୟା ଅଭିମୁଖେ ଯାତ୍ରା କରିବେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

 rajesh pande