
ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ)- ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଅଗସ୍ତି ନୂଆଗାଁ ସ୍ଥିତ ଏଫଏଲସି (ଫିସ୍ ଲାଣ୍ଡିଂ ସେଂଟର / ପ୍ରକଳ୍ପ) ସ୍ଥଳ ପରିଦର୍ଶନ କରି କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲି। ଏହି ପ୍ରକଳ୍ପ ସ୍ଥାନୀୟ ଜନସାଧାରଣଙ୍କ ସାମାଜିକ ଓ ଆର୍ôଥକ ବିକାଶରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ। ସମସ୍ତ ନିର୍ମାଣ କାର୍ଯ୍ୟ ଯଥାଶୀଘ୍ର ଏବଂ ଗୁଣବତା ସହିତ ସମ୍ପୂର୍ଣ୍ଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା