ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 12 ସେପ୍ଟେମ୍ବର (ହି.ସ.)- ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି କେଭି ସିଂହଦେଓ କହିଛନ୍ତି ଯେ, ଓଡ଼ିଆ ପାଠାଗାର ଆନ୍ଦୋଳ
ଓଡ଼ିଆ ପାଠାଗାର ଆନ୍ଦୋଳନର     ପୁରୋଧା ଦାଶରଥି ପଟ୍ଟନାୟକଙ୍କ ସ୍ମରଣ କଲେ କେଭି ସିଂହଦେଓ


ଭୁବନେଶ୍ୱର, 12 ସେପ୍ଟେମ୍ବର (ହି.ସ.)- ଓଡ଼ିଆ ପାଠାଗାର

ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି

ସିଂହଦେଓ । ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି କେଭି ସିଂହଦେଓ କହିଛନ୍ତି ଯେ, ଓଡ଼ିଆ

ପାଠାଗାର ଆନ୍ଦୋଳନର ପୁରୋଧା ଦାଶରଥି ପଟ୍ଟନାୟକ (ଦାସିଆ ଅଜା)ଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ

ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande