ପଦ୍ମଶ୍ରୀ ଡ. ଜିତେନ୍ଦ୍ରିୟ ହରିପାଲ୍ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 13 ସେପ୍ଟେମ୍ବର (ହି.ସ.) - ପଦ୍ମଶ୍ରୀ ଡ. ଜିତେନ୍ଦ୍ରିୟ ହରିପାଲ୍ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଗାୟକ ପଦ୍ମଶ୍ରୀ ଡ.
ପଦ୍ମଶ୍ରୀ ଡ. ଜିତେନ୍ଦ୍ରିୟ ହରିପାଲ୍ଙ୍କୁ ଜନ୍ମଦିନର ଶୁଭେଚ୍ଛା     ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 13 ସେପ୍ଟେମ୍ବର (ହି.ସ.) - ପଦ୍ମଶ୍ରୀ ଡ. ଜିତେନ୍ଦ୍ରିୟ ହରିପାଲ୍ଙ୍କୁ ଜନ୍ମଦିନର

ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ଏକ

ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଗାୟକ ପଦ୍ମଶ୍ରୀ ଡ.

ଜିତେନ୍ଦ୍ରିୟ ହରିପାଲ୍ଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ

ଶ୍ରୀଜଗନ୍ନାଥ ଓ ମା ସମଲେଇଙ୍କ ନିକଟରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ ଓ ନିରାମୟ

ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande