
ଭୁବନେଶ୍ୱର, 13 ସେପ୍ଟେମ୍ବର (ହି.ସ.)- ଏକକ ଅଭିନୟର ସ୍ରଷ୍ଟା ବାଞ୍ଛାନିଧି ଶତପଥୀଙ୍କ
ପୂଣ୍ୟତିଥି ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ
ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଏକକ ଅଭିନୟର ସ୍ରଷ୍ଟା ବାଞ୍ଛାନିଧି
ଶତପଥୀଙ୍କ ପୂଣ୍ୟତିଥି ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା