ପଦ୍ମଶ୍ରୀ ଡ. ଜିତେନ୍ଦ୍ରିୟ ହରିପାଲ୍ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 13 ସେପ୍ଟେମ୍ବର (ହି.ସ.)- ପଦ୍ମଶ୍ରୀ ଡ. ଜିତେନ୍ଦ୍ରିୟ ହରିପାଲ୍ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏହି ଅବସରରେ ସୋସିଆଲ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ମନ୍ତ୍ରୀ କହିଛନ୍ତି ଯେ, ପ୍ରସିଦ୍ଧ ସମ୍ବଲପୁରୀ ସଙ୍ଗୀତ
ପଦ୍ମଶ୍ରୀ ଡ. ଜିତେନ୍ଦ୍ରିୟ ହରିପାଲ୍ଙ୍କୁ ଜନ୍ମଦିନର ଶୁଭେଚ୍ଛା     ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 13 ସେପ୍ଟେମ୍ବର (ହି.ସ.)- ପଦ୍ମଶ୍ରୀ ଡ. ଜିତେନ୍ଦ୍ରିୟ ହରିପାଲ୍ଙ୍କୁ ଜନ୍ମଦିନର

ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏହି ଅବସରରେ ସୋସିଆଲ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ମନ୍ତ୍ରୀ କହିଛନ୍ତି ଯେ, ପ୍ରସିଦ୍ଧ ସମ୍ବଲପୁରୀ ସଙ୍ଗୀତ

ସାଧକ ତଥା ପଦ୍ମଶ୍ରୀ ଡ. ଜିତେନ୍ଦ୍ର ହରିପାଲଙ୍କୁ ଜନ୍ମଦିବସର ଅନେକ ଅନେକ ଶୁଭକାମନା। ଆପଣଙ୍କ

ସୁସ୍ଥ, ନିରାମୟ ଏବଂ

ଦୀର୍ଘଜୀବନ ପାଇଁ ମା' ସମଲେଶ୍ୱରୀ ଏବଂ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚରଣାରବିନ୍ଦରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande