ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 14 ସେପ୍ଟେମ୍ବର (ହି.ସ.)- ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଆଧୁନିକ ଓଡ଼ିଆ କାବ୍ୟ ସାହିତ୍ୟର ଅନନ୍ୟ ସ୍ରଷ୍ଟ
ବୈକୁଣ୍ଠନାଥ ପଟ୍ଟନାୟକଙ୍କ     ଜୟନ୍ତୀରେ ତାଙ୍କ ସ୍ମରଣ କଲେ କେଭି ସିଂହଦେଓ


ଭୁବନେଶ୍ୱର, 14 ସେପ୍ଟେମ୍ବର (ହି.ସ.)- ବୈକୁଣ୍ଠନାଥ

ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଆଧୁନିକ ଓଡ଼ିଆ କାବ୍ୟ

ସାହିତ୍ୟର ଅନନ୍ୟ ସ୍ରଷ୍ଟା ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର

ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande