କେନ୍ଦୁଝର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର, 15 ସେପ୍ଟେମ୍ବର (ହି.ସ.)- ଆଜି କେନ୍ଦୁଝର ଜିଲ୍ଲା ବିଜେପି ସଭାପତି ଶ୍ରୀ ଶୁକଦେବ ମହାନ୍ତଙ୍କ ସଭାପତିତ୍ୱରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସଂଗଠନକୁ ଆହୁରି ସୁଦୃଢ଼ କରିବା ସହ ଜନସେବା ଓ ଲୋକକ
କେନ୍ଦୁଝର ଜିଲ୍ଲା     କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ


ଭୁବନେଶ୍ୱର, 15 ସେପ୍ଟେମ୍ବର (ହି.ସ.)- ଆଜି କେନ୍ଦୁଝର

ଜିଲ୍ଲା ବିଜେପି ସଭାପତି ଶ୍ରୀ ଶୁକଦେବ ମହାନ୍ତଙ୍କ ସଭାପତିତ୍ୱରେ ଜିଲ୍ଲା କାର୍ଯ୍ୟାଳୟ ଠାରେ

ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ସଂଗଠନକୁ ଆହୁରି

ସୁଦୃଢ଼ କରିବା ସହ ଜନସେବା ଓ ଲୋକକଲ୍ୟାଣମୂଳକ କାର୍ଯ୍ୟକୁ ତୃଣମୂଳ ସ୍ତରରେ ଆହୁରି ବ୍ୟାପକ

କରିବା ନେଇ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା।

ସମସ୍ତ କାର୍ଯ୍ୟକର୍ତ୍ତାଙ୍କ

ଏକତା, ସମର୍ପଣ

ଓ ଅକ୍ଳାନ୍ତ ପରିଶ୍ରମରେ କେନ୍ଦୁଝରରେ ବିଜେପି ସଂଗଠନ ଆହୁରି ଶକ୍ତିଶାଳୀ ହେବ ବୋଲି କେନ୍ଦୁଝର

ସାଂସଦ ଅନନ୍ତ ନାୟକ କହିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande