ମନ୍ତ୍ରୀ ରବି ନାଏକଙ୍କ ମାତାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬ ସେପ୍ଟେମ୍ବର (ହି.ସ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନ କୁଚିଣ୍ଡାଠାରେ ଗ୍ରାମ୍ୟ ଉନ୍ନୟନ, ପଂଚୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ସ୍ୱର୍ଗତ ମାତାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇ ଅମର ଆତ୍ମାଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ମହ
jhk


ଭୁବନେଶ୍ୱର,୧୬ ସେପ୍ଟେମ୍ବର (ହି.ସ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନ କୁଚିଣ୍ଡାଠାରେ ଗ୍ରାମ୍ୟ ଉନ୍ନୟନ, ପଂଚୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ସ୍ୱର୍ଗତ ମାତାଙ୍କ ଏକାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇ ଅମର ଆତ୍ମାଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।

ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ଶ୍ରୀ ନାଏକ ଏବଂ ତାଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande