
ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)- ଗଡ଼ଜାତ ଗାନ୍ଧୀ
ସାରଙ୍ଗଧର ଦାସଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ପୂର୍ବତନ
କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ
ଧର୍ମେନ୍ଦ୍ର କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ଗଡ଼ଜାତ ପ୍ରଜା ଆନ୍ଦୋଳନର
ଅନ୍ୟତମ ପୁରୋଧା 'ଗଡ଼ଜାତ ଗାନ୍ଧୀ' ସାରଙ୍ଗଧର ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା