‘ଗଡ଼ଜାତ ଗାନ୍ଧୀ’ ଭାବେ ପରିଚିତ ସାରଙ୍ଗଧର ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ନମନ କଲେ ରାଜ୍ୟପାଳ
ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)- ‘ଗଡ଼ଜାତ ଗାନ୍ଧୀ’ ଭାବେ ପରିଚିତ ସାରଙ୍ଗଧର ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ହ୍ୟାଣ୍ଡେଲ ଏକ୍ସରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ କହିଛନ୍ତି
ସାରଙ୍ଗଧର


ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)- ‘ଗଡ଼ଜାତ

ଗାନ୍ଧୀ’ ଭାବେ ପରିଚିତ ସାରଙ୍ଗଧର ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି

ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ହ୍ୟାଣ୍ଡେଲ ଏକ୍ସରେ ଏକ ବାର୍ତ୍ତା ଜାରି

କରି ରାଜ୍ୟପାଳ କହିଛନ୍ତି ଯେ, ସେବା, ସମର୍ପଣ ଓ ତ୍ୟାଗର ଅନନ୍ୟ ପ୍ରତୀକ ତଥା ‘ଗଡ଼ଜାତ ଗାନ୍ଧୀ’ ଭାବେ

ପରିଚିତ ସାରଙ୍ଗଧର ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

ସମାଜ ଓ ଦେଶ ପାଇଁ ତାଙ୍କର

ନିଷ୍ଠାପର ଅବଦାନ ଓ ଆଦର୍ଶମୟ ଜୀବନ ସର୍ବଦା ପ୍ରେରଣାର ଉତ୍ସ ହୋଇରହିବ ବୋଲି ରାଜ୍ୟପାଳ

କହିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande