ସାରଙ୍ଗଧର ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)- ସାରଙ୍ଗଧର ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ସେବା ଓ ତ୍ୟାଗର ପ୍ରତିମୂର୍ତ୍ତି ତଥା ଗଡ଼ଜାତ
ସାରଙ୍ଗଧର


ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)- ସାରଙ୍ଗଧର

ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

। ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ସେବା ଓ ତ୍ୟାଗର

ପ୍ରତିମୂର୍ତ୍ତି ତଥା ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କ

ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande