ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.) ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଗ
ସାରଙ୍ଗଧର


ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.) ଗଡ଼ଜାତ ଗାନ୍ଧୀ

ସାରଙ୍ଗଧର ଦାସଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ପୁଣ୍ୟତିଥିରେ ବିନମ୍ର

ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande