
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ କନକଲତା ବରୁଆଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି. ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ କନକଲତା ବରୁଆଙ୍କ ଶ୍ରାଦ୍ଧବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି । ଦେଶର ସ୍ୱାଧୀନତା ପାଇଁ ତାଙ୍କର ଅଦମ୍ୟ ସାହସ, ତ୍ୟାଗ ଓ ବଳିଦାନ ସଦା ସର୍ବଦା ସ୍ମରଣୀୟ ହୋଇ ରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ