ସ୍ଵାଧୀନତା ସଂଗ୍ରାମୀ ବିପ୍ଳବୀ ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ବିପ୍ଳବୀ ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ହ୍ୟାଣ୍ଡେଲରେ ଏକ
ବକ୍ସି ଜଗବନ୍ଧୁ


ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ସ୍ଵାଧୀନତା

ସଂଗ୍ରାମୀ ବିପ୍ଳବୀ ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି

ଜ୍ଞାପନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ।

ସୋସିଆଲ ହ୍ୟାଣ୍ଡେଲରେ ଏକ

ବାର୍ତ୍ତା ଜାରି କରି ଧର୍ମେନ୍ଦ୍ର କହିଛନ୍ତି ଯେ, ପାଇକ ବିଦ୍ରୋହର କର୍ଣ୍ଣଧାର ତଥା ମହାନ୍

ସ୍ଵାଧୀନତା ସଂଗ୍ରାମୀ ବିପ୍ଳବୀ ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ରଙ୍କ ଜୟନ୍ତୀରେ

ଶ୍ରଦ୍ଧାଞ୍ଜଳି ।ମାତୃଭୂମିର ସ୍ଵାଭିମାନ ଓ ବୀରତ୍ଵ ପାଇଁ ତାଙ୍କର ଅତୁଳନୀୟ ତ୍ୟାଗ ଅମର ହୋଇ

ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande