
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବିଶିଷ୍ଟ
ସ୍ୱାଧୀନତା ସଂଗ୍ରାମୀ କନକଲତା ବରୁଆଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ବିଶିଷ୍ଟ
ସ୍ୱାଧୀନତା ସଂଗ୍ରାମୀ କନକଲତା ବରୁଆଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ
ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା