
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ସୁନୀଲ ବଂଶଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ,ନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟିର ଜାତୀୟ ସାଧାରଣ ସମ୍ପାଦକ ଶ୍ରୀ ସୁନୀଲ ବଂଶଲ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଓ ଶକ୍ତି ପ୍ରଦାନ କରନ୍ତୁ ଏବଂ ଆପଣ ନିଷ୍ଠା ଓ ପ୍ରତିବଦ୍ଧତାର ସହିତ ରାଷ୍ଟ୍ର ସେବା ଜାରି ରଖନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା