
ସମ୍ବଲପୁର, ୨୧ ସେପ୍ଟେମ୍ବର(ହି.ସ.) – ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ଏକ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୯୭ଟି ଆବେଦନ ଗ୍ରହଣ କରାଯାଇ ଥିଲା। ଯେଉଁଥିରୁ ୭୦ ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବାବେଳେ, ୨୭ଟି ସମସ୍ୟା ଗୋଷ୍ଠୀ ସମସ୍ୟା ସହିତ ଜଡ଼ିତ ଥିଲା।
.......................................
ହିନ୍ଦୁସ୍ଥାନ ସମାଚାର / ଶୈଳେଶ