ଗଣଶିକ୍ଷା ବିଭାଗ ପକ୍ଷରୁ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର,୨୧ ସେପ୍ଟେମ୍ବର (ହି.ସ)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ କମିଶନର-ତଥା-ଶାସନ ସଚିବ, ଡା. ଏନ୍ ତିରୁମାଲା ନାଏକ ସମସ୍ତ ଅଭିଯୋଗଗୁଡ଼ିକର ଶୁଣାଣି କରି ଅଗ୍ରାଧିକାର ଭିତିରେ ସମାଧାନ କରିବା ନେଇ ବିଭାଗୀୟ ଅଧ
edn


ଭୁବନେଶ୍ୱର,୨୧ ସେପ୍ଟେମ୍ବର (ହି.ସ)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ କମିଶନର-ତଥା-ଶାସନ ସଚିବ, ଡା. ଏନ୍ ତିରୁମାଲା ନାଏକ ସମସ୍ତ ଅଭିଯୋଗଗୁଡ଼ିକର ଶୁଣାଣି କରି ଅଗ୍ରାଧିକାର ଭିତିରେ ସମାଧାନ କରିବା ନେଇ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande