ଛାତ୍ରଛାତ୍ରୀଙ୍କୁ ସଂଶୋଧିତ ପାଠ୍ୟପୁସ୍ତକ ବଂଟନ ଆରମ୍ଭ
ଭୁବନେଶ୍ୱର,୨୧ ସେପ୍ଟେମ୍ବର (ହି.ସ)- ଆବଶ୍ୟକୀୟ ସଂଶୋଧନ ପରେ ପ୍ରସ୍ତୁତ ନୂତନ ପାଠ୍ୟପୁସ୍ତକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ବଂଟନ ଆରମ୍ଭ ହୋଇଛି। ସୋସିଆଲ ମିଡିଆ ସାଇଟ୍ ଏକ୍ସ ଜରିଆରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ---------------
n


ଭୁବନେଶ୍ୱର,୨୧ ସେପ୍ଟେମ୍ବର (ହି.ସ)- ଆବଶ୍ୟକୀୟ ସଂଶୋଧନ ପରେ ପ୍ରସ୍ତୁତ ନୂତନ ପାଠ୍ୟପୁସ୍ତକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ବଂଟନ ଆରମ୍ଭ ହୋଇଛି। ସୋସିଆଲ ମିଡିଆ ସାଇଟ୍ ଏକ୍ସ ଜରିଆରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande