ଦୁର୍ଘଟଣାରେ ମୃତ ଦମ୍ପତିଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର,୨୩ ସେପ୍ଟେମ୍ବର (ହି.ସ)- କେନ୍ଦୁଝର ଜିଲ୍ଲା ତେଲକୋଇ ତହସିଲର ଦମ୍ପତି କାହ୍ନୁ ଚରଣ ମହନ୍ତ ଓ ରଜନୀରାଣୀ ମହନ୍ତଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇ
cm


ଭୁବନେଶ୍ୱର,୨୩ ସେପ୍ଟେମ୍ବର (ହି.ସ)- କେନ୍ଦୁଝର ଜିଲ୍ଲା ତେଲକୋଇ ତହସିଲର ଦମ୍ପତି କାହ୍ନୁ ଚରଣ ମହନ୍ତ ଓ ରଜନୀରାଣୀ ମହନ୍ତଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ଲେଖାଏଁର ସହାୟତା ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande